ବ୍ୟାଙ୍କ ସମ୍ମୁଖରୁ ୧୨ ଲକ୍ଷ ଟଙ୍କା ଲୁଟିଲେ ଦୁର୍ବୃତ୍ତ, ଗୁଳିମାଡ଼ରେ ଜଣେ ଗୁରୁତର
ଖଇରା/ସୋର: ବ୍ୟାଙ୍କ ସମ୍ମୁଖରେ ଗୁଳି ଫୁଟାଇ ୧୨ ଲକ୍ଷ ଟଙ୍କା ଲୁଟ୍ ନେଇ ଅଭିଯୋଗ ହୋଇଛି। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଲେଶ୍ବର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ କୁପାରୀ କୃପେଶ୍ୱର…
