Category: ଦେଶ- ବିଦେଶ

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଇବ ଆନ୍ଧ୍ର!

ବେଙ୍ଗାଲୁରୁ: ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ସୋସିଆଲ ମିଡିଆ ବ୍ୟବହାର ଉପରେ ଅଷ୍ଟ୍ରେଲିଆ ଭଳି ପ୍ରତିବନ୍ଧକ ଲଗାଇବ ଆନ୍ଧ୍ରପ୍ରଦେଶ। ଏ ନେଇ ଅଷ୍ଟ୍ରେଲିଆର ନିଷେଧାଦେଶ ଉପରେ ଅଧ୍ୟୟନ କରାଯାଉଛି ବୋଲି ମଙ୍ଗଳବାର ଆନ୍ଧ୍ର ପ୍ରଯୁକ୍ତିବିଦ୍ୟା ଓ ମାନବ ସମ୍ବଳ ମନ୍ତ୍ରୀ…

ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫ୍‌ଟିଏ), ପ୍ରତିରକ୍ଷା ଓ ସୁରକ୍ଷା ଚୁକ୍ତି, ସାଇବର ସୁରକ୍ଷା, ସାମୁଦ୍ରିକ ସୁରକ୍ଷା ଓ ଆତଙ୍କବାଦ ନିରୋଧୀ ପଦକ୍ଷେପ ଅନ୍ତର୍ଭୁକ୍ତ। ୟୁରୋପୀୟ ପରିଷଦର ସଭାପତି ଆଣ୍ଟୋନିଓ କୋଷ୍ଟା ଓ ୟୁରୋପୀୟ ଆୟୋଗର ସଭାପତି ଉର୍ସୁଲା ଭନ୍ ଡେର୍ ଲିଏନ୍ ଭାରତ ଆସୁଛନ୍ତି। ଜାନୁଆରି ୨୬ ଗଣତନ୍ତ୍ର ଦିବସ ଉତ୍ସବରେ ସେ ମୁଖ୍ୟଅତିଥି ହେବେ। ପରଦିନ ଜାନୁଆରି ୨୭ରେ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ।

ଆତଙ୍କବାଦ ମୁକାବିଲାରେ ଏହି ଚୁକ୍ତି ସହାୟକ ହେବ କଲାସ କହିଛନ୍ତି ଯେ ଭାରତ ଓ ୟୁରୋପୀୟ ସଂଘ ମଧ୍ୟରେ ସୁରକ୍ଷା ଓ ପ୍ରତିରକ୍ଷା ଚୁକ୍ତିନାମା ଆତଙ୍କବାଦ ବିରୋଧୀ ଲଢ଼େଇରେ ସାହାଯ୍ୟ କରିବ। ଏହା ସାମୁଦ୍ରିକ ସୁରକ୍ଷା ଓ ସାଇବର ସୁରକ୍ଷା ଭଳି…

ୟୁକ୍ରେନ ଯୁଦ୍ଧ ବନ୍ଦ ପାଇଁ ମୋଦୀଙ୍କ ନିବେଦନ: ଯୁଦ୍ଧକ୍ଷେତ୍ରରେ କୌଣସି ସମାଧାନ ନାହିଁ

ମସ୍କୋ: ଦୁଇଦିନିଆ ରୁଷ୍‌ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ୟୁକ୍ରେନ ଯୁଦ୍ଧର ଅନ୍ତ ଘଟାଇବାକୁ ନିବେଦନ କରିଛନ୍ତି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମସ୍କୋସ୍ଥିତ ସରକାରୀ ବାସଭବନରେ ଅନୁଷ୍ଠିତ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ…

ବିଦେଶରେ ଶୁଭିଲା ଜଗା ନାମ, ଆମେରିକାର କକ୍ସଭିଲ୍ଲେ ସହରରେ ରଥଯାତ୍ରା ପାଳିତ

ଭୁବନେଶ୍ବର/ବେତନଟୀ ସଦର: ଜୟ ଜଗନ୍ନାଥ ଧ୍ଵନିରେ ପ୍ରକମ୍ପିତ ହେଲା ଆମେରିକାର ଓ୍ୱାସିଂଟନ ଡିସି। ରଥଯାତ୍ରା ଯୋଗ ସଂସ୍ଥାନ ଦ୍ୱାରା ମେରୀଲାଣ୍ଡ ରାଜ୍ୟର କକ୍ସଭିଲ୍ଲେ ସହରସ୍ଥିତ ଜେଟିନ୍‍ଏ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବଡ ଧୁମଧାମର ସହ ରଥଯାତ୍ରା ପାଳିଲେ ପ୍ରବାସୀ ଓଡ଼ିଆ। ସ୍ଥାନୀୟ…

ଶ୍ରୀଲଙ୍କାରେ ହେବାକୁ ଥିବା ମ୍ୟାଚ୍‌ରେ ଖେଳିବେନି ରୋହିତ ଶର୍ମା, ବିରାଟ କୋହଲି ଏବଂ ଜଶପ୍ରୀତ ବୁମରା!

ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଟି-୨୦ ବିଶ୍ୱକପ୍ ଜିତିସାରିଛି । ଆଉ ବିଶ୍ୱକପ୍ ଜିତିସାରିବା ପରେ ଏବେ ଦଳର ୧୨ ଜଣ ଖେଳାଳି ବିଶ୍ରାମ ନେଉଛନ୍ତି । ଅନ୍ୟପଟେ ଶୁଭମନ୍ ଗିଲଙ୍କ ନେତୃତ୍ୱରେ ଏକ ଯୁବ ଟିମ ଜିମ୍ବାୱେ…

ଇକେୱାଇସି ପ୍ରାମାଣିକରଣ ପ୍ରକ୍ରିୟା ପାଳନ କରିବାର କୌଣସି ସମୟସୀମା ନାହିଁ

ନୂଆଦିଲ୍ଲୀ: ଏଲପିଜି ସିଲିଣ୍ଡର ପାଇଁ ଇକେୱାଇସି ପ୍ରାମାଣିକରଣ ପ୍ରକ୍ରିୟାକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ। ପ୍ରାମାଣିକରଣ ପ୍ରକ୍ରିୟାକୁ ପାଳନ କରିବାର କୌଣସି ସମୟସୀମା ନାହିଁ ବୋଲି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହାର୍ଦ୍ଦିକ…

ରୁଷ ଗସ୍ତ କରିଥିବାରୁ ମୋଦୀଙ୍କ ଉପରେ ରାଗିଗଲେ ଜେଲେନସ୍କି

କିବ୍ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ଗସ୍ତରେ ଥିବାବେଳେ ୟୁକ୍ରେନ ଉପରେ ରୁଷର ଘନ ଘନ ଆକ୍ରମଣ ଜାରି ରହିଛି । ଏହାକୁ ନେଇ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ନିଜର ଅସନ୍ତୋଷ ପ୍ରକଟ କରିବା ସହ ମୋଦୀଙ୍କ ଗସ୍ତକୁ…